୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ୩୦ରୁ ୪୦କି.ମି. ବେଗରେ ବହିପାରେ ପବନ

Published By : Prameya-News7 Bureau | March 15, 2020 IST

ଭୁବନେଶ୍ବର ।୩: ବର୍ଷା ଓ ବଜ୍ରପାତ ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା । ସମ୍ବଲପୁର, ଦେବଗଡ, ନୂଆପଡାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର ଓ ବରଗଡ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି । ଏସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ । ଏଥିସହ ଏହି ସବୁ ଅଞ୍ଚଳରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.