Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

୬ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା : ସତର୍କ ରହିବାକୁ ପରାମର୍ଶ

15/10/2020 at 10:19 AM

ଭୁବନେଶ୍ବର ୧୫।୧୦: ରାଜ୍ୟରେ ବର୍ଷା ବିତ୍ପାତ । ଗୁରୁବାର ପାଇଁ ରାଜ୍ୟର ୬ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ପୁରୀ, ରାୟଗଡା, କୋରାପୁଟ, ମାଲକାନଗିରି ଗଜପତି ଆଦି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ଲୋକଙ୍କୁ ପାଣିପାଗ ବିଭାଗ ପରାମର୍ଶ ଦିଆଯାଇଛି ।

ସେହିପରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଛନ୍ତି ଲୋକେ । ଗଜପତିର କେତେକ ସ୍ଥାନରେ ପାହାଡ ଧସିବା ସହ ଘର ଭୁଷୁଡ଼ି ପ୍ରଭାବିତ ହୋଇଛନ୍ତି ଲୋକେ । ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ପ୍ରବାହିତ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି । ପୁରୁଷୋତ୍ତମପୁର ଅଞ୍ଚଳର ହଜାର ହଜାର ଏକର ଚାଷ ଜମିରେ ପାଣି ଜମିବାରୁ ଚାଷୀ ଚିନ୍ତାରେ ପଡିଛନ୍ତି ।

   Related Posts