Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଟ୍ରଫଲାଇନ୍‌ ପ୍ରଭାବ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା

23/06/2020 at 5:26 PM

ଭୁବନେଶ୍ବର୨୩/୬: ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ଏବଂ ଟ୍ରଫଲାଇନ୍‌ ପ୍ରଭାବରେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଛି ।  ଗତ ୨୪ ଘଣ୍ଟା ଭିତରେ ବଲାଙ୍ଗୀର, ଟିଟିଲାଗଡ, ଫୁଲବାଣୀ, ବୌଦ୍ଧ, ରାୟଗଡା, ବାରିପଦା, କୋରାପୁଟ ଓ ବାଲେଶ୍ବରରେ ବର୍ଷା ହୋଇଛି । ସେପଟେ ପୁରୀରେ ରଥଯାତ୍ରା ଚାଲିଥିବାବେଳେ ସେଠାରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।

   Related Posts