Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ, ସକାଳ ୭ଟାରୁ ରାତି ୯ଟା ଯାଏଁ ପ୍ରବେଶ ଅନୁମତି
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ବର୍ଷା ପାଣି, ସକାଳ ନୀତିରେ ବିଳମ୍ବ

13/09/2021 at 10:17 AM

ଚାନ୍ଦବାଲି, ୧୩।୦୯ : ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ମାରୁଛି ଆଣ୍ଠୁଏ ଉଚ୍ଚର ପାଣି । ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯାଇଥିବା ଦେଖିବାକୁ ମିଳିଛି ।ଫଳରେ ସକାଳ ନୀତି ଓ ମଙ୍ଗଳ ଆଳତୀ ବିଳମ୍ବ ହୋଇଥିବା ସୂଚନା ମିଳିଛି ।

ମନ୍ଦିରରେ ମୋଟର ଚାଳିତ ପମ୍ପ ଦ୍ବାରା ଜଳ ନିଷ୍କାସନ କରାଯାଉଥିବା ପ୍ରଶାସନିକ ଅଧିକାରୀଙ୍କ  ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଲଘୁଚାପ ଜନିତ ଲଗାଣ ବର୍ଷା ଓ ପବନ ଯୋଗୁଁ ଅଶାନ୍ତ ହୋଇଥିବା  ସମୁଦ୍ରରୁ ଉଚ୍ଚ ଜୁଆରପାଣି ଉଠି ଆସୁଛି । ଯାହାର ପ୍ରଭାବରେ ତଳମୁଣ୍ଡରେ ବୈତରଣୀ ଓ ସାଳନ୍ଦୀ ନଦୀ ଉଛୁଳିବାରେ ଲାଗିଥିବା ଦେଖିବାକୁ ମିଳିଛି ।

   Related Posts