Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||

କନ୍ଧମାଳ ଜିଲ୍ଲାରେ ଲଗାଣ ବର୍ଷା : ପୋଲ ଧୋଇଯିବା ଯୋଗୁଁ ଗମନାଗମନ ବିଚ୍ଛିନ୍ନ

8/08/2019 at 9:37 AM

କନ୍ଧମାଳ ୮|୮: କନ୍ଧମାଳ ଜିଲ୍ଲାରେ ଲଗାଣ ବର୍ଷା । ଜିଲ୍ଲାର ବାଲିଗୁଡା, ତୁମୁଡିବନ୍ଧ, କୋଟଗଡ ଅଞ୍ଚଳରେ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଫଳରେ ଜିଲ୍ଲାର ଅନେକ ଅଞ୍ଚଳରେ ଝାଟିମାଟି ଘର ଭାଙ୍ଗିଯାଇଛି । ନଦୀନାଳରେ ବନ୍ୟା ପାଣି ଆସି ରାସ୍ତାଘାଟ, ପୋଲ, କଲଭର୍ଟ ଡାଇଭର୍ସନ ଆଦି ଧୋଇ ଯିବା ଫଳରେ ଗମନାଗମନ ବିଚ୍ଛିନ୍ନ ହୋଇଛି । ଫୁଲବାଣୀରୁ ଭବାନୀପାଟଣା, କୋରାପୁଟ, ରାୟଗଡାକୁ ଗାଡି ଚଳାଚଳ ବନ୍ଦ ରହିଛି । ବନ୍ୟାଜଳରେ ଭାସି ତୁମୁଡିବନ୍ଧ ବ୍ଲକର ବିରାମାଳ ମୁଣ୍ଡିମାସ୍ତା ଗାଁର ୨ ଜଣ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି । ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

   Related Posts