Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

୪୮ଘଣ୍ଟା ପରେ ଉତ୍ତର ପଶ୍ଚିମ ଭାରତରୁ ଫେରିବ ମୌସୁମୀ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୩ଦିନ ଲାଗି ରହିବ ବର୍ଷା

9/10/2019 at 9:15 AM

ଭୁବନେଶ୍ବର ୯।୧୦: ଆସନ୍ତା ୪୮ ଘଣ୍ଟା ପରେ ଉତ୍ତର ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ସେହିପରି ଦକ୍ଷିଣ ଉପକୂଳ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।

ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଗଜପତି, ଗଞ୍ଜାମ. କନ୍ଧମାଳ, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଏହାସହ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, କଟକ, ନୟାଗଡ, କଳାହାଣ୍ଡି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି ।

   Related Posts