Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା, ୧୮ରୁ ବଢିପାରେ ବର୍ଷାର ପରିମାଣ

15/03/2020 at 1:51 PM

ଭୁବନେଶ୍ବର ୧୫।୩: ଛତିଶଗଡ ଓ କର୍ଣ୍ଣାଟକ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ନୂଆପଡା, ବଲାଙ୍ଗିର, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଏବଂ ଆସନ୍ତାକାଲି ମଧ୍ୟ ବର୍ଷା ହୋଇପାରେ ।

ଆସନ୍ତା ୧୭ ତାରିଖରୁ ପାଗ ଶୁଖିଲା ରହିବ । ୧୮ରୁ ପୁଣି ବଢିବ ବର୍ଷାର ପରିମାଣ । ବିଶେଷକରି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ବର୍ଷା ହେବ । ଗୋଟିଏ ପଟେ ତାପମାତ୍ରା ବଢୁଥିବା ବେଳେ ଅନ୍ୟପଟେ ବର୍ଷା ଲାଗି ରହିଛି । ବର୍ତ୍ତମାନ ପାଗରେ ପରିବର୍ତ୍ତନ ହେଉଥିବାରୁ ଦିନର ତାପମାତ୍ରା ବଢୁଛି ଏବଂ ରାତିର ତାପମାତ୍ରା ହ୍ରାସ ପାଉଛି ।

   Related Posts