Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆସନ୍ତା ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ୍ ଓ୍ୱାର୍ଣ୍ଣିଂ

13/06/2021 at 7:31 AM

ଭୁବନେଶ୍ୱର, ୧୩|୦୬:  ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର , ଭଦ୍ରକ , ବାଲେଶ୍ବର, କେନ୍ଦ୍ରପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଥବାରୁ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର , କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର , କୋରାପୁଟ, ନବରଙ୍ଗପୁର ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଯୋଗୁଁ ଏହି ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ବାବନା ରହିଛି। ବର୍ଷା ଯୋଗୁଁ ଖାଲୁଆ ଅଞ୍ଚଳ ଜଳମଗ୍ନ ହୋଇପାରେ । ଚଳ ପ୍ରଚଳ ବେଳେ ସର୍ତକ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁଁ ବର୍ଷା ହେଉଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବୋଲି ସୂଚନା ମିଳିଛି ।

   Related Posts