Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଦୁର୍ବଳ ହେଉଛି ଲଘୁଚାପ ; ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କିଛି ସ୍ଥାନରେ ବର୍ଷା ସମ୍ଭାବନା

8/09/2018 at 9:46 AM

ଭୁବନେଶ୍ବର ୮|୯: ଲଘୁଚାପ ଦୁର୍ବଳ ହେବା ପରେ ଏବେ ମଧ୍ୟପ୍ରଦେଶ ଅଭିମୁଖେ ଗତି କରୁଛି । ଫଳରେ ଓଡ଼ିଶା ଉପରେ ବଡ଼ ଧରଣର ବର୍ଷାର ବିପଦ ନାହିଁ । ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ତେବେ ୯ ଓ ୧୦ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଶେଷ କରି ଉତ୍ତର ଓଡ଼ିଶା ଉପକୂଳରେ ଅଧିକ ବର୍ଷାର ସମ୍ଭାବନା ରହିଛି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗତ ୨୪ଘଣ୍ଟାରେ ରାଜ୍ୟରେ ହାରାହାରି ୪୭ମିମି ବର୍ଷା ହୋଇଥିବାବେଳେ ୨ଟି ଜିଲ୍ଲା ସମ୍ବଲପୁର ଓ କନ୍ଧମାଳରେ ୧୦୦ମିମି ବର୍ଷା ହୋଇଛି । ସେହିପରି ୧୦ଟି ଜିଲ୍ଲାରେ ୫୦ରୁ ୧୦୦ମିମି ମଧ୍ୟରେ ବର୍ଷା ରେକର୍ଡ ହେ।ଇଛି ।

   Related Posts