Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||

ପାଣିରେ ଉବୁଟୁବୁ ପଟ୍ଟାମୁଣ୍ଡାଇ ଉପଖଣ୍ଡ ଚିକିତ୍ସାଳୟ, ରୋଗୀ ହନ୍ତସନ୍ତ

26/10/2019 at 9:50 AM

ପଟ୍ଟାମୁଣ୍ଡାଇ ୨୬।୧୦:  ଦୁଇ ଦିନର ଲଗାଣ ବର୍ଷ।ରେ ବେହାଲ ପଟ୍ଟାମୁଣ୍ଡାଇ ସହର । ଆଜି ବର୍ଷା କମିଛି ହେଲେ ସହର କିନ୍ତୁ ଉବୁଟୁବୁ ହେଉଛି । ବିଭିନ୍ନ ସରକାରୀ ଅଫିସଠାରୁ ଆରମ୍ଭ କରି ମେଡିକାଲ ପର୍ଯ୍ୟନ୍ତ ପାଣିରେ ଭାସୁଛି ।

ପଟ୍ଟାମୁଣ୍ଡାଇ ଉପଖଣ୍ଡ ଚିକିତ୍ସାଳୟ ଉପରେ ୫ଟି ବ୍ଲକର ଲୋକେ ନିର୍ଭର କରୁଥିବା ବେଳେ ମେଡିକାଲର ଅବସ୍ଥା ନକହିବା ଭଲ । ହେଲେ ପାଣି ଜମିବା ଯୋଗୁଁ ଲୋକେ ନାହିଁନଥିବା ହଇରାଣ ହେଉଛନ୍ତି । ରୋଗୀମାନେ ମଧ୍ୟ ହସ୍ତସନ୍ତ ହେଉଛନ୍ତି ।

   Related Posts