Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା, ୨୯ରୁ ପୁଣି ଲଘୁଚାପ ଆଶଙ୍କା..

27/08/2019 at 6:41 PM

ଭୁବନେଶ୍ବର୨୭|୮: ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ମଧ୍ୟପ୍ରଦେଶ ଓ ଛତିଶଗଡ ପାଖାପାଖି ରହିଛି । ଏହାସହ ରାଜସ୍ଥାନରୁ ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ ରହିଛି ।ଯାହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାରେ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଦକ୍ଷିଣ ଓଡିଶାର କିଛି କିଛି ସ୍ଥାନରେ ଓ ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।କେନ୍ଦୁଝର, ମୟୁରଭଞ୍ଜ, କେନ୍ଦ୍ରାପଡା, ବାଲେଶ୍ବର, ଭଦ୍ରକ ଏବଂ ଜଗତସିଂହପୁରରେ ବର୍ଷା ସମ୍ଭାବନା ରହିଛି ।୨ ଦିନ ପରେ ବର୍ଷାର ପରିମାଣ ବଢିବ ।

ପୁଣି ଏକ ଲଘୁଚାପ ସମ୍ପର୍କିତ ଚିତ୍ର ୨୯ ତାରିଖ ସୁଦ୍ଧା  ସ୍ପଷ୍ଟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅଗଷ୍ଟ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି ।ଗତ ୨୪ ଘଣ୍ଟା ମଧ୍ୟରେ ମାର୍ଶାଘାଇରେ ସର୍ବାଧିକ ୭୬ ମିମି ବର୍ଷା ରେକର୍ଡ କରାଯାଇଛି ।ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ସ୍ବାଭାବିକଠାରୁ ୧ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି ।

   Related Posts