Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଆସନ୍ତା ୨୫ ତାରିଖ ପରେ ରାଜ୍ୟରେ ବର୍ଷା ସମ୍ଭାବନା

23/03/2019 at 9:50 AM

ଭୁବନେଶ୍ବର ୨୩|୩ : ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୫ ତାରିଖ ପରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କନ୍ଧମାଳରେ ବର୍ଷା ସମ୍ଭାବନା ରହିଛି। ଏଥିସହ ଓଡିଶାର ବିଭିନ୍ନ ସ୍ଥାନରେ ହାଲକା ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

   Related Posts