Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା

7/03/2019 at 4:55 PM

ଭୁବନେଶ୍ବର ୭|୩ : ଆଗାମୀ ୨୪ ଘଣ୍ଟାରେ  ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଅପରାହ୍ନରେ ଗଜପତି, ଗଂଜାମ, ପୁରୀ, ରାୟଗଡା, କୋରାପୁଟ, ମାଲକାନାଗିରି ଜିଲ୍ଲାରେ ଏହାର ପ୍ରଭାବ କେତେକ ସ୍ଥାନରେ  ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।  ତେବେ ୨୪ଘଣ୍ଟା ପରେ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ ବୋଲି ସୂଚନା ମିଳିଛି । ତେବେ ଗତକାଲି ମାଲକାନାଗିରିରେ ସର୍ବାଧିକ ୩୮.୦ ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସୁନ୍ଦରଗଡରେ ସର୍ବନିମ୍ନ ୧୫ ଡିଗ୍ରି ସେଲସିୟସ ରହିଥିବା ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଭାଗ ।

   Related Posts