Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଟ୍ରପ୍ ଲାଇନ୍ ପ୍ରଭାବ : ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା

24/02/2019 at 4:27 PM

ଭୁବନେଶ୍ବର ୨୪|୨: ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ । ଏପରିକି   ତାପମାତ୍ରା ଦୁଇରୁ  ତିନି ଡିଗ୍ରି କମିବ । ତେବେ ଓଡିଶା ଉପରୁ ଦକ୍ଷିଣ ଆଣ୍ଡାମାନ ସମୁଦ୍ର ପର୍ଯ୍ୟନ୍ତ ରହିଛି ଏକ ଟ୍ରପ ଲାଇନ । ଯାହାର ପ୍ରଭାବରେ ଆଗାମି ଦୁଇଦିନ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଦେଖିବାକୁ ମିଳିବ । ଆଗାମୀ ୨୪ଘଣ୍ଟାରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡାରେ ଏହାର ପ୍ରଭାବ ଅଧିକ ରହିବ ।

ସେହିଭଳି ୨୪ଘଣ୍ଟା ପରେ ବାରିପଦା ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୁରଭଂଜ, କଟକ, କେନ୍ଦ୍ରାପଡା, ଢେଙ୍କାନାଳ, ଅନୁଗୁଳରେ କୁଆପଥର ଓ ଘଡଘଡିସହ ବର୍ଷାର ପ୍ରଭାବ ରହିବ ବୋଲି ସୁଚନା ଦେଇଛି ପାଣିପାଗ ବିଭାଗ । ତେବେ ଗତକାଲି ରାଜ୍ୟରେ ସର୍ବାଧିକ ଭୁବନେଶ୍ବର  ୩୯.୪ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଭାଗ ।

   Related Posts