Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା, ୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା

4/02/2020 at 1:25 PM

ଭୁବନେଶ୍ବର ୪।୨: ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା । ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୬ ତାରିଖରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷ କରି ଝାରସୁଗୁଡା, ମୟୁରଭଞ୍ଜ, ଅନୁଗୋଳ, କେନ୍ଦୁଝର, ବାଲେଶ୍ବର, କଟକ, ଭଦ୍ରକ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ସେହିଭଳି ୭ ତାରିଖରେ ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲା ମଧ୍ୟରେ ସୋନପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଆଦି ରହିଛି । ୭ ତାରିଖ ପରେ ପାଗରେ ପରିବର୍ତ୍ତନ ଦେଖାଦେବ ।

ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ତାମିଲନାଡୁ ଉପକୂଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି । ଫଳରେ ଆକାଶ ମେଘାଚ୍ଛନ୍ନ ରହୁଛି ।

   Related Posts