Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଆଜିଠୁ ୩ ଦିନ ଯାଏଁ ବର୍ଷିବ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

30/09/2020 at 9:16 AM

ଭୁବନେଶ୍ବର ୩୦।୯: ଆଜିଠାରୁ ଅକ୍ଟୋବର ୨ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘୂର୍ଣ୍ଣିଝଡର ସମ୍ଭାବନା ରହିଛି । ଏଥିପାଇଁ ୩ ଦିନ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଏହାସହ ବିପଦ ଥିବା ଜିଲ୍ଲାଗୁଡିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ ସହ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ବଜ୍ରପାତର ସମ୍ଭାବନା ରହିଛି ।

ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପଟେ ରାଜଧାନୀରେ ଅଧରାତିରୁ ବର୍ଷା ଲାଗି ରହିଛି ।

   Related Posts