Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା

9/09/2018 at 9:39 AM

ଭୁବନେଶ୍ବର ୯|୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେଉଁଠି ବର୍ଷା ହୋଇନାହିଁ । ତେବେ ମନସୁନ୍ ଟ୍ରଫ୍ ଏକ ନୂଆ ଲଘୁଚାପ ସହିତ ଉତ୍ତର-ପୂର୍ବକୁ ଗତି କରୁଥିବାରୁ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭୁବନନଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ତଥ୍ୟ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ତେବେ ସେପ୍ଟେମ୍ବର ୧୦ରୁ ଆଗାମୀ ସପ୍ତାହ ଯାଏ ଓଡ଼ିଶାରେ କୌଣସି ସ୍ଥାନରେ ବର୍ଷା ହେବନାହିଁ। ପାଗ ଶୁଖିଲା ରହିବ ।

   Related Posts