Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଆସନ୍ତା ୩ ତାରିଖରୁ ବଢିବ ବର୍ଷାର ପରିମାଣ, ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

1/10/2019 at 10:11 AM

ଭୁବନେଶ୍ବର ୧୧୦: ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩ ତାରିଖରେ ବର୍ଷାର ପରିମାଣ ବଢିବ । ବିଶେଷ କରି ନବରଙ୍ଗପୁର, ନୂଆପଡା, ବରଗଡ, ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହାସହ ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ୧୩ଟି ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ।

ଆସନ୍ତା ୫ରେ ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ବର୍ଷାର ସମ୍ଭାବନା ରହିଛି । ଗତକାଲି ସୁଦ୍ଧା ସ୍ବାଭାବିକଠାରୁ ୭ ପ୍ରତିଶତ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

   Related Posts