Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ଆଜିଠୁ କମିବ ବର୍ଷା : ଲଘୁଚାପ ହେଉଛି ଧିରେ ଧୀରେ ଦୁର୍ବଳ

9/09/2019 at 11:03 AM

ଭୁବନେଶ୍ବର ୯/୯: ଆଜିଠୁ ବର୍ଷା କମିବ । ଉତ୍ତର ଓଡିଶା ଉପକୂଳରେ ଥିବା ଲଘୁଚାପ ଆଜି ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଓଡିଶା ଉପରେ ଏହାର ପ୍ରଭାବ କମିବାରେ ଲାଗିଛି । ତେଣୁ ଆଜିଠାରୁ ବର୍ଷା କମିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବଙ୍ଗୋପସାଗରରେ ଥିବା ଲଘୁଚାପ ଧିରେ ଧୀରେ ଦୁର୍ବଳ ହେବା ସହ ଛତିଶଗଡ ଆଡକୁ ଯାଉଛି । ଆଜି ଓଡିଶା ଉପରୁ ଲଘୁଚାପ ଦୂରେଇଯିବ । ଫଳରେ ବର୍ଷାର ପରିମାଣ ହ୍ରାସ ପାଇବ । ରାଜ୍ୟର କିଛି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ମଙ୍ଗଳବାର ଉତ୍ତର ଓଡିଶାର କିଛି ସ୍ଥାନରେ ସ୍ବଳ୍ପ ବୃଷ୍ଟିପାତ ସମ୍ଭାବନା ରହିଛି ।

   Related Posts