Tuesday, October 15, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର ୨୩।୯: ରାଜ୍ୟର ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା ।ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୫ଟି  ଜିଲ୍ଲା ଗଞ୍ଜାମ, ପୁରୀ, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ବର  । ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଲ ବର୍ଷା ସମ୍ଭାବନା ରହିଛି ।

250 Views

   ସମ୍ବନ୍ଧିତ ଖବର