Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ସତର୍କ ରୁହନ୍ତୁ : ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡି ସହ ବର୍ଷା

4/03/2019 at 3:42 PM

ଭୁବନେଶ୍ବର ୪|୩ : ଆଗାମୀ ୨୪ ଘଣ୍ଟାରେ  ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଅପରାହ୍ନରେ ଉତ୍ତର ଓ ଉପକୂଳ ଓଡିଶାରେ ଏହାର ପ୍ରଭାବ ଅଧିକ ରହିବ ବୋଲି ସୂଚନା ମିଳିଛି ।  ତେବେ ବାଲେଶ୍ବର , ଭଦ୍ରକ, କେନ୍ଦୁଝର, କଟକ, ଜଗତସିଂପୁର, କେନ୍ଦ୍ରାପଡା, ଅନୁଗୁଳ, ଢେଙ୍କାନାଳ ଆଦି ଅଂଚଳରେ ଏହାର ପ୍ରଭାବ କିଛିଟା ଅଧିକ ଦେଖିବାକୁ ମିଳିବ । ତେବେ ଏହି ସମୟରେ ସମୁଦ୍ରରେ ୩୫ରୁ ୪୦ କିମି ପବନର ବେଗ ରହିବ । ତେଣୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଗତକାଲି ମାଲକାନଗିରିରେ ସର୍ବାଧିକ ୩୬.୪ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଭାଗ ।

   Related Posts