Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ତାତିରୁ ମିଳିବ ଆଶ୍ବସ୍ତି : ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

14/03/2019 at 9:48 AM

ଭୁବନେଶ୍ବର ୧୪|୩ : ଏଣିକି ତାତିରୁ ମିଳିବ ଆଶ୍ବସ୍ତି । ବଦଳିବ ପାଗ । ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେଣୁ ଦିନର ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଉପକୂଳ ଓଡ଼ିଶାରେ କୋହଲା ପାଗ ଲାଗି ରହିବ । ଭୁବନେଶ୍ବର ସମେତ ଅନ୍ୟ ସହରଗୁଡ଼ିକରେ ବି ତାପମାତ୍ରା ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଆସାମ ଉପରେ ଯାଇଥିବା ସାଇକ୍ଲୋନିକ୍ ସର୍କୁଲେସନ ସୃଷ୍ଟି ହୋଇଛି । ଯାହାକି ପଶ୍ଚିମ ଝାଡଖଣ୍ଡ ପର୍ଯ୍ୟନ୍ତ ଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ପାଗ ମେଘୁଆ ରହିବ । ଏହାସହ ଆଜି ଓ ଆସନ୍ତାକାଲି ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୧୬ରେ ରାଜ୍ୟବ୍ୟାପୀ ବର୍ଷା ସମ୍ଭାବନା ରହିଛି ।

   Related Posts