Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଆଜିଠୁ ବଢ଼ିପାରେ ବର୍ଷା

9/07/2018 at 6:35 AM

ଆଜିଠୁ ବଢ଼ିପାରେ ବର୍ଷା । ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ର୍ରବଳରୁ ଅତିପ୍ରବଳ ହେବା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଉପରେ ବି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତା’ପ୍ରଭାବରେ ଦକ୍ଷିଣ ଓଡ଼ିଶା ଅପେକ୍ଷା ଅଭ୍ୟନ୍ତରୀଣ ଓ ଉତ୍ତର, ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏଥର ବର୍ଷା ସବୁ ଅଞ୍ଚଳକୁ ସ୍ପର୍ଶ କରିବ । ୧୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୧୩ ତାରିଖ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ସମ୍ବଲପୁର, ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ରହିଛି । ୧୫ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବେ।ଲି ପୂର୍ବାନୁମାନ ଆଞ୍ଚଳିକ ପାଣିପାଗ ବିଭାଗ ।

   Related Posts