Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ରାଜଧାନୀରେ ଚାଞ୍ଚଲ୍ୟ: ଦିନ ଦିପହରେ ମିଠା ଦୋକାନୀଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲା ଦୁର୍ବୃତ୍ତ

4/10/2020 at 4:48 PM

ଭୁବନେଶ୍ବର୪/୧୦: ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ। ଦିନ ଦିପହରେ ମିଠା ଦୋକାନୀଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲା ଦୁର୍ବୃତ୍ତ। ଭୁବନେଶ୍ୱର ସାମନ୍ତରାୟପୁରରେ ଏହି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମିଠା ଦୋକାନୀଙ୍କୁ ହତ୍ୟା କରାଯାଇଥିବା କୁହାଯାଉଛି। ସାମନ୍ତରାୟପୁରରେ ଛକରେ ସେ ମିଠା ଦୋକାନୀ କରିଥିଲେ। ଅଚାନକ ଦୁର୍ବୃତ୍ତ ଧାରୁଆ ଖଣ୍ଡରେ ଦୋକାନୀଙ୍କୁ ଅତର୍କିତ ଆକ୍ରମଣ କରିଥିଲା।ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଏହି ତମାମ ଦୃଶ୍ୟ ସିସିଟିଭି ଫୁଟେଜରେ ରେକର୍ଡ ହୋଇଛି। ପୋଲିସ୍ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ଲୋକେ ଏବଂ ଦୋକାନୀ ରାସ୍ତାରେ ପୋଡାଜଳା କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।

   Related Posts