Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ରାଜଧାନୀରେ ମର୍ଡର: ଘଟଣାସ୍ଥଳରେ ପୋଲିସ୍ ଏବଂ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଜାରି

12/06/2020 at 8:34 AM

ଭୁବନେଶ୍ବର୧୨/୬: ରାଜଧାନୀ ଭୁବନେଶ୍ବର ଏକ ଅଭାବନୀୟ ଘଟଣା ଘଟିଛି। ଡମଣା ଦୁର୍ଗା ମଣ୍ଡପ ପଛପଟ ବସ୍ତିରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଭୋଇସାହି ବସ୍ତିର ୩୦ ବର୍ଷୀୟ ଯୁବକ ଦୀପ ନାୟକ। ବିଳମ୍ବିତ ରାତିରେ ତାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି।ହତ୍ୟାକାଣ୍ଡର କାରଣ ଏପର୍ଯ୍ୟପ୍ତ ଅସ୍ପଷ୍ଟ। ପଟିଆ ମଣ୍ଡପବସ୍ତିର ସନାତନ ନାମକ ଯୁବକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ଘଟଣାସ୍ଥଳରେ ପହଞ୍ଚି ଚନ୍ଦ୍ରଶେଖରପୁର ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଜାରି ରଖିଛି।

   Related Posts