Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||
  • ପୃଥିବୀରେ ହେବ ଉଲକା ବର୍ଷା, ଏହି ଦିନ ଆକାଶରେ ଦେଖିବାକୁ ମିଳିବ ଦୁର୍ଲଭ ଦୃଶ୍ୟ…
  • ||

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

16/11/2020 at 2:35 PM

ଭଦ୍ରକ ୧୬।୧୧: କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ଦର୍ଶନ ଦିଅନ୍ତି । ମା’ ସାତ ଦିନରେ ସାତଟି ବେଶ ଧାରଣ କରନ୍ତି । ଆଜି ସପ୍ତମାତୃକା ବେଶର ତୃତୀୟ ଦିନ । ତୃତୀୟ ଦିନରେ ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ମା’ ।

ପୃଥିବୀକୁ ଶତ୍ରୁଙ୍କୁ ସଂହାର କରିବା ପାଇଁ ଏହି ବେଶ ଧାରଣ କରିଥାନ୍ତି । ସକାଳୁ ପହଡ ଖୋଲିବା ପରେ ମା’ଙ୍କର ନୀତିକାନ୍ତୀ ଆରମ୍ଭ ହୋଇଥିଲା । ମା’ଙ୍କ ଦର୍ଶନ ପାଇଁ ଭଦ୍ରକ ତଥା ଭଦ୍ରକ ବାହାରୁ ଭକ୍ତମାନେ ଏଠାକୁ ଛୁଟି ଆସନ୍ତି । ମା’ଙ୍କ କରୁଣା ଭିକ୍ଷା କରନ୍ତି । କାରୋନା କଟକଣା ପାଇଁ ଏଥର ଦର୍ଶନ କରିପାରୁ ନାହାନ୍ତି ଶ୍ରଦ୍ଧାଳୁ ।

   Related Posts