Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

IPL ୨୦୨୧ : ଟସ୍‌ ଜିତିଲା ରାଜସ୍ଥାନ ରୟାଲସ୍‌, ପ୍ରଥମେ ବୋଲିଂ ନିଷ୍ପତ୍ତି

15/04/2021 at 7:31 PM

ନୂଆଦିଲ୍ଲୀ ୧୫/୦୪ : ଆଇପିଏଲ ୨୦୨୧ର ୧୪ ତମ ସଂସ୍କରଣରେ ଗୁରୁବାର ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲସ୍‌ ମଧ୍ୟରେ ମୁକାବିଲା ହେବ । ରାଜସ୍ଥାନ ରୟାଲସ ଅଧିନାୟକ ସଞ୍ଜୁ ସାମସନ୍‌  ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଥମେ ବ୍ୟାଟିଂ କରିବ ଋଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ।

ଦିଲ୍ଲୀ କ୍ୟାପିଟାଲ୍ସ ଏକାଦଶ : ପୃଥ୍ବୀ ସ, ଶିଖର ଧାୱନ, ଋଷଭ ପନ୍ତ (ଅଧିନାୟକ), ଅଜିଙ୍କ୍ୟ ରାହାଣେ, ମାର୍କସ ଷ୍ଟୋଇନିସ, କ୍ରିସ ୱକସ, ରବିଚନ୍ଦ୍ରନ ଅଶ୍ୱିନ, ଲଲିତ ଯାଦବ, କାଗିସୋ ରାବାଡା, ଟମ କୁରନ, ଆଭେଶ ଖାନ

ରାଜସ୍ଥାନ ରୟାଲସ ଏକାଦଶ : ମନନ ଭୋରା, ସଞ୍ଜୁ ସାମସନ (ଅଧିନାୟକ), ଡେଭିଡ ମିଲର, ଜୋସ ବଟଲର, ଶିବମ ଦୁବେ, ରିୟାନ ପରାଗ, ରାହୁଲ ତେୱାତିଆ, କ୍ରିସ ମୋରିସ, ଚେତନ ସାକରିଆ, ଜୟଦେବ ଉନାଦକତ, ମୁସ୍ତାଫିଜୁର ରହମାନ

   Related Posts