Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ପଲିଟିକ୍ସକୁ ଗୁଡ ବାୟ କଲେ ସାଉଥ ସୁପରଷ୍ଟାର ରଜନୀକାନ୍ତ, ଆଉ କହିଲେ କେବେବି ରାଜନୀତିକୁ ଫେରିବିନି

12/07/2021 at 12:08 PM

ନୂଆଦିଲ୍ଲୀ ୧୨/୭ : ରାଜନୀତିକୁ ଗୁଡବାୟ କହିଲେ ସାଉଥ ସୁପରଷ୍ଟାର ରଜନୀକାନ୍ତ । ରଜନୀକାନ୍ତ ରଜନୀ ମକ୍କଲ ମନ୍ଦ୍ରମଙ୍କ ଅଫିସ୍ କର୍ମକର୍ତ୍ତାଙ୍କ ସହ କଥାବାର୍ତ୍ତା କରିଛନ୍ତି । ଏହା ପରେ ସେ ଆଉ କେବେ ବି ରାଜନୀତିରେ ଫେରିବେନି ବୋଲି ନିଷ୍ପତ୍ତି ନେଇଛନ୍ତି । ରଜନୀକାନ୍ତ ତାଙ୍କ ପାର୍ଟି ‘ରଜନୀ ମକ୍କଲ ମନ୍ଦ୍ରମ’କୁ ଭାଙ୍ଗି ଦେଇଛନ୍ତି । ଏହା ସହ ରଜନୀକାନ୍ତ କହିଛନ୍ତି ଯେ ସେ ରାଜନୀତିରେ ପ୍ରବେଶ କରିବେ ନାହିଁ ।

‘ରଜନୀ ମକ୍କଲ ମନ୍ଦ୍ରମ’ ପାର୍ଟିକୁ ଖଣ୍ଡନ କରି ରଜନୀକାନ୍ତ କହିଛନ୍ତି ଯେ ଭବିଷ୍ୟତରେ ରାଜନୀତିରେ ପ୍ରବେଶ କରିବାର ମୋର କୌଣସି ଯୋଜନା ନାହିଁ । ମୁଁ ରାଜନୀତିରେ ପ୍ରବେଶ କରିବାକୁ ଆଉ ଇଚ୍ଛୁକ ନୁହେଁ । ରଜନୀ ମକ୍କଲ ମନ୍ଦ୍ରମ’ ପାର୍ଟି ଅଫିସରେ କର୍ମଚାରୀଙ୍କ ସହ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି। ରଜନୀକାନ୍ତ ତାଙ୍କ ପ୍ରଶଂସକଙ୍କ ସହ ଏକ ବୈଠକ ମଧ୍ୟ କରିଥିଲେ ।

   Related Posts