Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ମୟୂରଭଞ୍ଜର ରାଜମାତା ଶ୍ରୀମତି ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ

13/07/2020 at 9:14 AM

ବାରିପଦା ୧୩।୦୭:  ମୟୂରଭଞ୍ଜର ରାଜମାତାଙ୍କ ପରଲୋକ । ମୟୂରଭଞ୍ଜର ରାଜମାତା ଶ୍ରୀମତି ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ ହୋଇଯାଇଛି । ବାରିପଦାସ୍ଥିତ ବେଲଗଡିଆ ରାଜପ୍ରାସାଦରେ ୯୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ବହୁଦିନ ହେଲା  ଅସୁସ୍ଥ ହୋଇ ଶଯ୍ୟାଶାୟୀ ଥିଲେ ରାଜମାତା । ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ହେଉଛନ୍ତି ନେପାଳ ନରେଶ ତ୍ରିଭୁବନ ବୀର ବିକ୍ରମ ଶାହାଙ୍କ ଝିଅ । ୧୯୨୮ ମସିହାରେ ସେ ନେପାଳରେ ଜନ୍ମ ଗ୍ରହଣ କରିଥିଲେ । ସେ ମୟୂରଭଞ୍ଜର ମହାରାଜାଙ୍କୁ ବିବାହ କରିଥିଲେ । ୨୦୦୦ ମସିହାରେ ତାଙ୍କ ସ୍ବାମୀ ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କ ଗତ ପରଲୋକ ହୋଇଥିଲା। ଏବେ ମୟୂରଭଞ୍ଜର ରାଜମାତା ଶ୍ରୀମତି ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ ହୋଇଯାଇଛି । ରାଜମାତାରେ ପରଲୋକରେ ଶୋକର ଛାୟା ଖେଳିଯାଇଛି ।

   Related Posts