Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ସିଡିଏସ ବିପିନ ରାଓ୍ଵତଙ୍କ ହେଲିକପ୍ଟର କ୍ରାସ ଘଟଣାରେ ଆସନ୍ତାକାଲି ସଂସଦରେ ବିବୃତି ରଖିବେ ପ୍ରତିରକ୍ଷା ମନ୍ତ୍ରୀ

8/12/2021 at 4:53 PM

କୁନ୍ନୁର ୦୮/୧୨ : ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ହେଲିକପ୍ଟରରେ ସିଡିଏସ ଜେନେରାଲ ବିପିନ ରାବତ, ତାଙ୍କ ପତ୍ନୀଙ୍କ ସମେତ ୧୪ ଜଣ ଥିଲେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆସନ୍ତାକାଲି ସଂସଦରେ ଘଟଣାକୁ ନେଇ ସବିଶେଷ ସୂଚନା ଦେବେ।

ସୂତ୍ର ଅନୁଯାୟୀ, ହେଲିକପ୍ଟର ଦୁର୍ଘଟଣାକୁ ନେଇ ସରକାର ଆସନ୍ତାକାଲି ସଂସଦରେ ବୟାନ ଜାରି କରିବେ। ଏହା ପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜେନେରାଲ ବିପିନଙ୍କ ଘରକୁ ଯାଇଥିଲେ। ସେ ବିପିନ ରାବତଙ୍କ ଝିଅ ସହ ସାକ୍ଷାତ କରିଛନ୍ତି।

   Related Posts