Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ପ୍ରତିରକ୍ଷା ମନ୍ତ୍ରୀ ହେବା ପରେ ୱାର୍ ମେମୋରିଆଲ୍‌ରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜନାଥ ସିଂ

1/06/2019 at 9:31 AM

ନୂଆଦିଲ୍ଲୀ ୧|୬: ଦେଶର ନୂଆ ପ୍ରତିରକ୍ଷା ମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି ରାଜନାଥ ସିଂହ । ଦାୟିତ୍ବ ନେବା ଆଗରୁ ଦିଲ୍ଲୀ ସ୍ଥିତ ୱାର ମେମୋରିଆଲ ଯାଇ ରାଜନାଥ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ୱାର ମେମୋରିଆଲରେ ଉପସ୍ଥିତ ଥିଲେ ଆର୍ମି ଚିଫ୍ ଜେନେରାଲ ବିପିନ ରାୱତ, ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ଏବଂ ଏୟାର ଚିଫ୍ ମାର୍ଶାଲ ବିଏସ୍. ଧନୋଆ ।

ଗତ ୩୦ତାରିଖରେ ମୋଦି ମନ୍ତ୍ରିମଣ୍ଡଳରେ ଶପଥ ନେବା ପରେ ରାଜନାଥଙ୍କୁ ଗୃହ ମନ୍ତ୍ରୀ ଭାବରେ ଦାୟିତ୍ବ ମିଳିଥିଲା । ମୋଦି ସରକାରରେ ଆଗରୁ ଗୃହମନ୍ତ୍ରୀ ଭାବରେ ଦାୟିତ୍ବ ତୁଲାଇଥିବା ରାଜନାଥଙ୍କୁ ଏହି ପାଳିରେ ପ୍ରତିରକ୍ଷା ମନ୍ତ୍ରୀ ଭାବରେ ନୂଆ ଦାୟିତ୍ବ ଦିଆଯାଇଛି ।  

   Related Posts