Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ଆଜି ୧୦ଟାରେ ବଡ଼ ଘୋଷଣା କରିବେ ରାଜନାଥ ସିଂହ , ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ସୂଚନା

9/08/2020 at 9:14 AM

ନୂଆଦିଲ୍ଲୀ ୦୯।୦୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିହଂ ଆଜି ସକାଳ ୧୦ଟାରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ । ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏନେଇ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।  ରବିବାର ଦିନ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍‌ କରାଯାଇଛି ।

ବର୍ତ୍ତମାନ ସମୟରେ ଲଦାଖରେ LACକୁ ଭାରତ-ଚୀନ୍‌ ମଧ୍ୟରେ ବିବାଦ ଲାଗିରହିଛି । ଅବଶ୍ୟ ଘଟଣାକୁ ଢେର ଦିନ ବିତିଯାଇଥିଲେ ମଧ୍ୟ , ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ଦେଶ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିବେଶ ରହିଛି । ଏହାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି ଘୋଷଣାକୁ ମଧ୍ୟ ଗୁରୁତ୍ୱ ରହିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରତିରକ୍ଷା ମନ୍ତ୍ରୀ କେଉଁ ବିଷୟ ଉପରେ କହିବେ , ତାହା ସ୍ପସ୍ଟ ହୋଇନାହିଁ । ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ଯେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସକାଳ ୧୦ଟାରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ।

   Related Posts