Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରମାଦେବୀ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି : ଫାଟକରେ ପକାଇଲେ ତାଲା, ଟାୟାର ଜାଳି ରାସ୍ତା ଅବରୋଧ

21/01/2020 at 10:33 AM

ଭୁବନେଶ୍ବର ୨୧।୧: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି ଦେଖାଦେଇଛି । ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀମାନେ ବିଶ୍ବବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି ।

ଯୁକ୍ତ ୨ ପ୍ରଥମ ବର୍ଷରେ ୩୩ ପ୍ରତିଶତ ମାର୍କ ରଖିବା ନିଷ୍ପତ୍ତିକୁ ବିରୋଧ କରି ଛାତ୍ରୀମାନେ ତାଲା ପକାଇଥିବା ଜଣାପଡିଛି । ଏହାସହ ଟାୟାର ଜାଳି ବିଶ୍ବବିଦ୍ୟାଳୟ ସମ୍ମୁଖ ରାସ୍ତା ମଧ୍ୟ ଅବରୋଧ କରିଛନ୍ତି ।

ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସୁରକ୍ଷା ଦୃଷ୍ଟିରୁ ପୋଲିସ ମୁତୟନ କରାଯାଇଛି ।

   Related Posts