Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଆରପିଆଇର ଅଧ୍ୟକ୍ଷ ଏବଂ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାବଲେ କରୋନା ପଜିଟିଭ

27/10/2020 at 2:18 PM

ମୁମ୍ବାଇ ୨୭/୧୦: ରିପବ୍ଲିକାନ୍ ପାର୍ଟି ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଏବଂ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାବଲେ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ରାମଦାସ ଅଠାବଲେ ଗତକାଲି ପାୟଲ ଘୋଷଙ୍କୁ ଆରପିଆଇର ସଦସ୍ୟତା  ଦେଇଥିଲେ। ଏହା ପରେ ତାଙ୍କର କଫ ଏବଂ ଶରୀର ଯନ୍ତ୍ରଣା ହୋଇଥିଲା। ଏହା ପରେ ତାଙ୍କର କରୋନା ଟେଷ୍ଟ୍ ହୋଇଥିଲା।

 ଏବେ ଦେଖିବା ବାକି ରହିଲା ଯେ ପାୟଲ ଘୋଷ କ୍ବାରେଣ୍ଟାଇନରେ ରହୁଛନ୍ତି କି ନାହିଁ। ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ କରିଥିବା ଅଭିନେତ୍ରୀ ପାୟଲ ଘୋଷ ସୋମବାର ଆରପିଆଇର ସଦସ୍ୟତା ନେଇଥିଲେ। ପାର୍ଟି ପାୟଲଙ୍କୁ ଉମେନ ଓ୍ବିଙ୍ଗର ଭାଇସ୍ ପ୍ରେସିଡେଣ୍ଟ୍ ଘୋଷିତ କରିଛି। ଏହି ଇଭେଣ୍ଟରେ ପାର୍ଟି ଅଧ୍ୟକ୍ଷ ରାମଦାସ ଅଠାବଲେ ଏବଂ ପାର୍ଟିର ଅନ୍ୟ ସଦସ୍ୟ ମଧ୍ୟ ସାମିଲ ହୋଇଥିଲେ।

   Related Posts