ଧର୍ମଶାଳା ବିଜେପିକୁ ବଡ ଝଟ୍‌କା, ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ରମେଶ ଚନ୍ଦ୍ର ପରିଡା

Published By : Prameya-News7 Bureau | September 24, 2021 IST

ଯାଜପୁର ୨୪।୯: ଯାଜପୁର ଜିଲ୍ଲା ଧର୍ମଶାଳା ବିଜେପିକୁ ବଡ ଝଟକା । ଧର୍ମଶାଳାରୁ ତିନି ତିନି ଥର ପ୍ରାର୍ଥୀ ହୋଇଥିବା ରମେଶ ଚନ୍ଦ୍ର ପରିଡା ଓ ତାଙ୍କର ୧୧ ଜଣ ସମର୍ଥକ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ରମେଶ ଧର୍ମଶାଳା ବ୍ଲକ୍ ଅଧ୍ୟକ୍ଷ ଭାବେ ଧର୍ମଶାଳା ବିଜେଡିରୁ ରାଜନୀତି ଆରମ୍ଭ କରିଥିବା ବେଳେ ପରେ ବିଜେପିରେ ମିଶି ଧର୍ମଶାଳାରୁ ତିନି ଥର ବିଧାୟକ ଭାବେ ପ୍ରତିଦ୍ବନ୍ଦିତା କରିଥିଲେ । କଂଗ୍ରେସରୁ ଆସି ସ୍ମୃତିରେଖା ବିଜେପିରେ ମିଶିବା ପରେ ଅସନ୍ତୋଷ ଥିଲେ ରମେଶ । ଫଳରେ ସେ ଓ ତାଙ୍କର ସମର୍ଥକମାନେ ଦଳ ଛାଡିଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.