Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ପ୍ରଦୀପ ମହାରଥୀଙ୍କ ଆରୋଗ୍ୟ କାମନା କରି ଭୋ, ଭୋ, ହୋଇ କାନ୍ଦିଲେ ରାଣୀ ପଣ୍ଡା: କ’ଣ କହିଲେ ନିଜେ ଶୁଣନ୍ତୁ…

3/10/2020 at 9:31 PM

ଭୁବନେଶ୍ୱର୩/୧୦: ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ ଅସୁସ୍ଥ ଅଛନ୍ତି। ସେ ବର୍ତ୍ତମାନ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଆରୋଗ୍ୟ କାମନା କରିଛନ୍ତି । ପିପିଲି ବିଧାୟକ କରୋନା ସଂକ୍ରମିତ ହେବାପରେ ଏବେ ତାଙ୍କର ଚିକିତ୍ସା ଚାଲିଛି । ମୁଖ୍ୟମନ୍ତ୍ରୀ ତାଙ୍କ ପରିବାର ଲୋକଙ୍କ ସହ କଥା ମଧ୍ୟ କଥା ହୋଇଛନ୍ତି। ଏହି ସମୟରେ ପ୍ରଦୀପ ମହାରଥୀଙ୍କ ଆରୋଗ୍ୟ କାମନା କରି ଭୋ ଭୋ ହୋଇ କାନ୍ଦିଛନ୍ତି ଅଭିନେତ୍ର ରାଣୀ ପଣ୍ଡା । ସେ କହିଛନ୍ତି, ମୁଁ ତାଙ୍କର ଜଣେ ବଡ଼ ପ୍ରଶଂସକ। ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ। ଶୁଣନ୍ତୁ ରାଣୀ କଣ କହୁଛନ୍ତି….

ସୂଚନାଯୋଗ୍ୟ ଗତ ମାସରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏ ନେଇ ସେ ସୋସିଆଲ ମିଡିଆରେ ‌ଜଣାଇଥିଲେ ।

   Related Posts