Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ବେଗୁନିଆ ତହସିଲ ଅଫିସରେ ଭଙ୍ଗାରୁଜା

12/03/2019 at 5:08 PM

ଖୋର୍ଦ୍ଧା ୧୨/୩: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲ ଅନ୍ତର୍ଗତ ଗୋଡିପୋଖରୀ ମୌଜାରେ ଜବରଦଖଲ ଉଚ୍ଛେଦ କରିବା ପାଇଁ ବେଗୁନିଆ ତହସିଲଦାର ନୋଟିସ କରିଥିଲେ। ମାତ୍ର ପୋଲିସ ଫୋର୍ସର ଅଭାବକୁ ନେଇ ଆଜି ତହସିଲଦାର ଜବରଦଖଲ ଉଚ୍ଛେଦ ପାଇଁ ନଯିବା ପ୍ରତିବାଦରେ ପ୍ରାୟ ୩୦ଜଣ ଖଳପ୍ରବୃତିର ଲୋକେ ଆସି ବେଗୁନିଆ ତହସିଲ ଅଫିସକୁ ଭଙ୍ଗାରୁଜା କରିଛନ୍ତି। ସେପଟେ ଏ ନେଇ ବେଗୁନିଆ ପୋଲିସ ୧୦ରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଅଟକ ରଖିଛି । ଘଟଣା ସ୍ଥଳରେ ଖୋର୍ଦ୍ଧା ଏସଡିପିଓ ସୁସିଲ ମିଶ୍ର ୨ ପ୍ଲାଟୁନ ପୋଲିସ ଫୋର୍ସ ସହ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛନ୍ତି।

   Related Posts