Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଢେଙ୍କାନାଳର ୩ ବର୍ଷର ଶିଶୁ ଦୁଷ୍କର୍ମ ମାମଲାର ରାୟ ପ୍ରଦାନ କଲେ କୋର୍ଟ

29/11/2019 at 8:26 PM

ଢ଼େଙ୍କାନାଳ୨୯/୧୧:  ୩ ବର୍ଷର ଶିଶୁକୁ ଦୁଷ୍କର୍ମ କରିଥିବା ମାମଲାର ଶୁକ୍ରବାର ଢେଙ୍କାନାଳର ସ୍ବତନ୍ତ୍ର ପୋସ୍କୋ ଅଦାଲତ ରାୟ ଶୁଣାଣୀ କରିଛନ୍ତି । ଏହି ମାମଲାର ବିଚାର କରି ଢେଙ୍କାନାଳ ଜିଲ୍ଲା ସୁରଭି ଗ୍ରାମର କାଳନ୍ଦିୀ ସ୍ବାଇଁକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଫଳରେ କାଳନ୍ଦୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜୋରିମାନା କରାଯାଇଛି ।  

ଗତ ୨୦୧୫ ମସିହା ଅଗଷ୍ଟ ୮ତାରିଖରେ କାଳନ୍ଦୀ ତାର ଜଣେ ସଂପର୍କୀୟର ୩ ବର୍ଷର ଶିଶୁକୁ ଡାକି ନେଇ ଅନୈତିକ କାର୍ଯ୍ୟ କରିଥିଲା। ଫଳରେ ଶିଶୁ ଗୁରୁତର ହୋଇ ଢେଙ୍କାନାଳ ଡାକ୍ତରଖାନାରେ ଭର୍ତି ହୋଇଥିଲା। ପରେ ଶିଶୁର ପରିବାର ପକ୍ଷରୁ ଅଭିଯୋଗ ପରେ ମୋଟଙ୍ଗା ଥାନା ପୋଲିସ  ଏକ ମାମଲା ରୁଜୁ କରି କାଳନ୍ଦୀକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

   Related Posts