Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ରାଜଧାନୀରେ ବଙ୍ଗୀୟ ଯୁବତୀଙ୍କୁ ଦୁଷ୍କର୍ମ ! ୨ଜଣ ଅଟକ

17/12/2019 at 2:44 PM

ଭୁବନେଶ୍ବର ୧୭।୧୨: ବଙ୍ଗୀୟ ଯୁବତୀଙ୍କ ଦୁଷ୍କର୍ମ ଅଭିଯୋଗ । ଲକ୍ଷ୍ନୀସାଗର ଥାନା ଅନ୍ତର୍ଗତ କଟକ ରୋଡରେ ଥିବା ଏକ ହୋଟେଲେରେ ଦୁଷ୍କର୍ମ ଅଭିଯୋଗ । ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ନେଇ ଥାନାରେ ପୀଡିତାଙ୍କ ପକ୍ଷରୁ ଅଭିଯୋଗ କରାଯାଇଥିଲା । ପୋଲିସ ଘଟଣାରେ ତଦନ୍ତ କରି ୨ଜଣଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି ।  

ସୂଚନାଯୋଗ୍ୟ ଯେ, ଯୁବତୀଙ୍କ ପ୍ରଲୋଭିତ କରି ହୋଟେଲକୁ ଆଣିଥିବା ସନ୍ଦେହ କରାଯାଉଛି । ତେବେ ଯୁବତୀଜଣଙ୍କ କିପରି ଓ କେଉଁ ପରିସ୍ଥିତିରେ ହୋଟେଲକୁ ଆସିଲେ , ସେସବୁ ଘଟଣାର ଯାଞ୍ଚ କରୁଛି ପୋଲିସ । ହୋଟେଲର ସିସିଟିଭି ଓ ରେଜିଷ୍ଟ୍ରର ମଧ୍ୟ ଯାଞ୍ଚ କରୁଛି ପୋଲିସ । ଘଟଣାରେ ଥିବା ପୋଲିସ କର୍ମଚାରୀଙ୍କୁ ପଚରାଉଚରା କରୁଛି ।

   Related Posts