ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ : ଅଭିଯୁକ୍ତ ଗିରଫ
16/12/2019 at 9:41 AM

ନୀଳଗିରି ୧୬/୧୨: ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ବାଲେଶ୍ବର ନୀଳଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାରେ ପୋଲିସର ତଦନ୍ତ ଆରମ୍ଭ ।
ସୂଚନାଯୋଗ୍ୟ ଯେ, ନୀଳଗିରି ଥାନା ଅଞ୍ଚଳରେ ଥିବା ନାବାଳିକାଙ୍କ ଘରେ କେହିନଥିବାର ସୁଯୋଗ ନେଇ ଅଭିଯୁକ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପୋଲିସରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି ।
Related Posts
ଘାଟିରେ ଓଲଟିଲା ଡିଜେଲ୍ ବୋଝେଇ ଟ୍ୟାଙ୍କର, ଡ୍ରାଇଭର ସାମାନ୍ୟ ଆହତ
22 January 2021
ହୁତୁ ହୁତୁ ହୋଇ ଜଳିଗଲା ୧୨ ବଖରା ଘର, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
22 January 2021