Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗାଙ୍ଗୁଲିଙ୍କୁ ହରାଇଲେ ଶାହ : ୧ ରନରେ ପରାସ୍ତ ହେଲା ଦାଦାଙ୍କ ଟିମ୍
  • ||
  • ବାତ୍ୟା ପାଇଁ ଟ୍ରେନ ବାତିଲ, ଯାତ୍ରୀଙ୍କୁ ଟ୍ରେନର ଷ୍ଟକ୍ ରଖିବାକୁ ଅନୁରୋଧ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ଜଙ୍ଗଲକୁ ଟେକି ନେଇ ୬ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ

8/11/2019 at 9:56 AM

ଜୟପୁର ୮।୧୧ : କୋରାପୁଟ ବୋରିଗୁମ୍ମା ଆମ୍ବଡ଼ି ଗୁଡା ଗାଁରେ ୬ ବର୍ଷ ର ଶିଶୁକୁ ଦୁଷ୍କର୍ମ  ଅଭିଯୋଗ ହୋଇଛି । ଥାନାରେ ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ ।

ସୂଚନାଯୋଗ୍ୟ ଯେ,  କୋରାପୁଟ ବୋରିଗୁମ୍ମା ଆମ୍ବଡ଼ି ଗୁଡା ଗାଁରେ ୬ ବର୍ଷ ର ଶିଶୁକୁ ଦୁଷ୍କର୍ମ   ଅଭିଯୋଗ ହୋଇଛି । ଶିଶୁ କନ୍ୟାକୁ ଚାଷ ଜମିରେ ମାଛ ଧରିବା ଆଳ ଦେଖାଇ ଘରୁ ଡାକି ନେଇଥିଲା ।  ଗାଁ ନିକଟରେ ଥିବା ଜଙ୍ଗଲକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି  । ଶିଶୁଟି ଘରକୁ ଫେରିବା ପରେ ତାଙ୍କ  ମା ଙ୍କୁ ସମସ୍ତ ଘଟଣା ଜଣାଇଥିଲା । ପରିବାର ଲୋକେ ଥାନାରେ ଅଭିଯୋଗ ହୋଇଥିଲେ ବି କାହାକୁ ଗିରଫ କରାଯାଇନାହିଁ । ଶିଶୁ କନ୍ୟା କୁ ଜୟପୁର ମେଡିକାଲ ରେ ଭର୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।

   Related Posts