Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ବିରଳ ପ୍ରଜାତିର କଇଁଛ ଉଦ୍ଧାର, ବୈତରଣୀ ନଦୀରେ ଛାଡିଲା ବନବିଭାଗ

13/07/2021 at 10:20 AM

ଚାନ୍ଦବାଲି ୧୩।୭: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଓରାସାହି ପଞ୍ଚାୟତ କସ୍ତୁରୀଗଣ ଗାଁରେ ବିରଳ ପ୍ରଜାତିର କଇଁଛ ଉଦ୍ଧାର । ସୁନେଲି ରଙ୍ଗର କଇଁଛଟିକୁ ଉଦ୍ଧାର କରାଯାଇଛି । କସ୍ତୁରୀଗଣ ସ୍କୁଲ ନିକଟରେ ଶିକ୍ଷକ ସୁକୁମାର ସିଂ ଏହି ବିରଳ ପ୍ରଜାତିର କଇଁଛଟିକୁ ତାଙ୍କ କ୍ବାର୍ଟର ନିକଟରୁ ପାଇଥିଲେ ।

କଇଁଛଟିର ଓଜନ ୨ କେ.ଜି. ହେବ । ଏହା ଖୁବ୍‌ କମ୍ ଦେଖିବାକୁ ମିଳିଥାଆନ୍ତି । ଜଳବାୟୁ ପରିବର୍ତ୍ତନ ପାଇଁ ଏଭଳି ବିରଳ କଇଁଛ ସୃଷ୍ଟି ହୋଇଥାଏ ବୋଲି ବନ ବିଭାଗ ଅଧିକାରୀ ପ୍ରକାଶ କରିଛି ।  ଶିକ୍ଷକ ଜଣଙ୍କ କଇଁଛଟିକୁ ବନ ବିଭାଗକୁ ହସ୍ତାନ୍ତର କରିବା ପରେ ବନ ବିଭାଗ ପକ୍ଷରୁ କଇଁଛଟିକୁ ନେଇ ନିକଟସ୍ଥ ବୈତରଣୀ ନଦୀରେ ଛାଡିଥିବା ସୂଚନା ମିଳିଛି ।

   Related Posts