Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

୪ ଫୁଟ ଲମ୍ବର ବିରଳ ପ୍ରଜାତି ନାଗ ସାପ ଉଦ୍ଧାର

1/07/2020 at 9:54 AM

ଝାରସୁଗୁଡା ୧।୭: ଝାରସୁଗୁଡା ସହରରେ ବିରଳ ପ୍ରଜାତିର ନାଗ ସାପ ଉଦ୍ଧାର ହୋଇଛି । ଏହି ସାପଟିକୁ ସ୍ନେକ୍ ହେଲ୍ପଲାଇନର ସଦସ୍ୟ ଉଦ୍ଧାର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଝାରସୁଗୁଡା ସହରର ସରବାହଲ ନିକଟରେ ପ୍ରାୟ ୪ ଫୁଟ ଲମ୍ବର ଏକ ଧଳା ସାପକୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିଲେ । ସ୍ଥାନୀୟ ଯୁବକମାନେ ସ୍ନେକ୍ ହେଲ୍ପଲାଇନର ସଦସ୍ୟଙ୍କୁ ଖବର ଦେବା ପରେ ସେମାନଙ୍କ ପ୍ରତିନିଧି ଆସି ସାପକୁ ଉଦ୍ଧାର କରିଥିଲେ ।

ଏହି ସାପକୁ ଉଦ୍ଧାର କରିବା ପରେ ଏହା ଏକ ବିରଳ ପ୍ରଜାତିର ଓ ସମଗ୍ର ଭାରତରେ ଖୁବ୍ କମ୍ ସଂଖ୍ୟକ ଦେଖାଯାଏ ବୋଲି କହିଛନ୍ତି ।

ସେ ପ୍ରଥମ ଥର ପାଇଁ ଏଭଳି ଏକ ସାପ ଉଦ୍ଧାର କରିଥିବାରୁ ଜଙ୍ଗଲରେ ନ ଛାଡି ବନ ବିଭାଗକୁ ହସ୍ତାନ୍ତର କରିବେ ବୋଲି କହିଛନ୍ତି । ଏହି ବିରଳ ପ୍ରଜାତିର ସାପକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା ।

   Related Posts