Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ସାଲେପୁର ଅଞ୍ଚଳରୁ ବିରଳ ଏଣ୍ଡୁଅ ଉଦ୍ଧାର, ବଦଳାଉଛି ରଙ୍ଗ

4/08/2021 at 3:45 PM

ସାଲେପୁର ୪।୮: କଟକ ଜିଲ୍ଲା ସାଲେପୁର ବ୍ଲକ୍ ଗୋପୀନାଥପୁର ପଞ୍ଚାୟତ ମାଧବାନନ୍ଦ ମନ୍ଦିର ପରିସରରେ ଏକ ବିରଳ ପ୍ରଜାତିର ଏଣ୍ଡୁଅ ଦେଖିବାକୁ ମିଳିଛି । ବିଭିନ୍ନ ସମୟରେ ଏହି ଏଣ୍ଡୁଅଟି ନିଜର ରଙ୍ଗ ବଦଳାଉ ଥିବାରୁ ଏଣ୍ଡୁଅଟିକୁ ଦେଖିବାକୁ ଲୋକଙ୍କ ଭିଡ ଲାଗିଛି । ଏହି ଏଣ୍ଡୁଅଟିର ସୁରକ୍ଷା ପାଇଁ ସ୍ଥାନୀୟ ଲୋକେ ନନ୍ଦନକାନନ କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି । ଏଭଳି ଏଣ୍ଡୁଅ ଏଠାରେ କେବେ ଦେଖିବାକୁ ମିଳିନଥିଲା ତେଣୁ ଲୋକମାନଙ୍କ ମଧ୍ୟରେ ଏଣ୍ଡୁଅକୁ ଦେଖିବାକୁ କୌତୁହଳ ସୃଷ୍ଟି ହୋଇଥିଲା ।

   Related Posts