Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଖୋର୍ଦ୍ଧାରୁ ବିରଳ ପ୍ରଜାତିର ପେଚା ଉଦ୍ଧାର, ଦେଖିବାକୁ ଭିଡ ଜମାଇଲେ ଲୋକେ

7/03/2020 at 12:30 PM

ଖୋର୍ଦ୍ଧା ୭।୩: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରୁ ଏକ ବିରଳ ପ୍ରଜାତିର ପେଚା ଉଦ୍ଧାର ହୋଇଛି । ପେଚାକୁ ଜଣେ ପୋଲିସ କର୍ମଚାରୀ ଉଦ୍ଧାର କରିଥିବା ଜଣାପଡିଛି । ଉଦ୍ଧାର କରାାଯିବା ପରେ ପେଚାଟିକୁ ଖୋର୍ଦ୍ଧା ବନାଞ୍ଚଳ କାର୍ଯ୍ୟାଳୟ ପରିସରରେ ରଖାଯାଇଛି । ପେଚାଟିକୁ ଦେଖିବାକୁ ଲୋକଙ୍କ ଭିଡ ଜମିଛି । ଉଦ୍ଧାର ପେଚାକୁ ନନ୍ଦନକାନନ ବଣରେ ଛଡାଯିବ ବୋଲି ଖୋର୍ଦ୍ଧା ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି ।

   Related Posts