Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ବିରଳ ପ୍ରଜାତିର ସାପ ଉଦ୍ଧାର : ରଙ୍ଗ ଧଳା, ଆକାର ସରୁ ସୂତା ଭଳି

27/08/2020 at 3:19 PM

ରସୁଲପୁର ୨୭।୮: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍‌ ତଳଜଙ୍ଗା ଗ୍ରାମରୁ ଏକ ବିରଳ ପ୍ରଜାତିର ସାପ ଉଦ୍ଧାର ହୋଇଛି । ସାପଟି କଳ୍ପତରୁ ସାହୁଙ୍କ ବାଡିରେ ଥିଲା । ବୁଧବାର ସକାଳେ ସେ ସାପଟିକୁ ଦେଖିବାକୁ ପାଇଥିଲେ। ଧଳା ରଙ୍ଗର ଏକ ସରୁ ସୂତା ଚାଲୁଥିବା ଦେଖି ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପାଖକୁ ଯାଇ ଏହା ଏକ ସାପ ବୋଲି ଜାଣିଥିଲେ ।

ସେ ତୁରନ୍ତ ସ୍ନେକ୍ ହେଲ୍ପ ଲାଇନକୁ ଯୋଗାଯୋଗ କରିଥିଲେ । ହେଲେ ସମ୍ଭବ ହୋଇନଥିଲା। ଫଳରେ ସେ ଗ୍ରାମବାସୀଙ୍କୁ ଡାକିଥିଲେ। ଗ୍ରାମବାସୀଙ୍କ ସହଯୋଗରେ ସେ ସାପଟିକୁ ଉଦ୍ଧାର କରି ଏକ ବୋତଲରେ ଭର୍ତ୍ତି କରି ଦେଇଥିଲେ ।

ପୂର୍ବରୁ ଏଭଳି ସାପ କେହି ଦେଖି ନଥିଲେ । ପ୍ରଥମ କରି ଏହି ସାପ ବାହାରିଥିବାରୁ ଏହାକୁ ଦେଖିବାକୁ ସେଠାରେ ଲୋକଙ୍କ ଭିଡ ଜମିଥିଲା। ତେବେ ସାପଟିର ଲମ୍ବ ୧୦ଫୁଟ ହେବ ବୋଲି ଅନୁମାନ କରାଯାଉଛି ।

   Related Posts