Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ମହାବିନାୟକ ପୀଠରେ ବିରଳ ଧଳା ନାଗ ସାପ, ଦେଖିବାକୁ ଭକ୍ତଙ୍କ ଭିଡ : ଦେଖନ୍ତୁ ଭିଡିଓ…

25/11/2021 at 9:36 PM

ଚଣ୍ଡିଖୋଲ ୨୫/୧୧ : ଯାଜପୁର ଜିଲ୍ଲା ବଡ଼ଚଣା ବ୍ଳକ ଅନ୍ତର୍ଗତ ପ୍ରସିଦ୍ଧ ମହାବିନାୟକ ଶୈବ ପୀଠ ପରିସରରୁ ଧଳା ରଙ୍ଗର ଏକ ବିରଳ ନାଗ ସାପ ଦେଖିବାକୁ ମିଳିଥିଲା । ସାପଟି ଗୋଟିଏ ଗଛ ମୁଳରୁ ବାହାରି ସେଠାରେ ଚଳ ପ୍ରଚଳ କରୁଥିବା ବେଳେ ମନ୍ଦିରକୁ ଦର୍ଶନ କରିବାକୁ ଆସିଥିବା ଭକ୍ତମାନେ ଏହି ବିରଳ ନାଗ ସାପକୁ ଦେଖିବାକୁ ପାଇଥିଲେ । କିଛି ସମୟ ସେଠାରେ ଚଳପ୍ରଚଳ କରିବା ପରେ ନିକଟରେ ଥିବା ବାରୁଣାବନ୍ତ ଜଙ୍ଗଲ ମଧ୍ୟକୁ ଚାଲିଯାଇଥିଲା । ବିରଳ ପ୍ରଜାତିର ଧଳା ନାଗ ସାପ ଖୁବ କମ ଦେଖିବାକୁ ମିଳନ୍ତି । ସାପଟିକୁ ଦେଖିବା ପାଇଁ ପ୍ରବଳ ଭିଡ ଜମିଥିଲା ।

   Related Posts