Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ରଶି ଲଗାଇ ଦମ୍ପତିଙ୍କ ଆତ୍ମହତ୍ୟା: ମୃତଦେହ ପାଖରୁ ମିଳିଲା ସୁଇସାଇଡ୍‌ ନୋଟ୍

29/07/2020 at 9:38 PM

କଟକ୨୯/୭: ଏଭଳି ସଂକଟଜନକ ସମୟ​‌ରେ କଟକ ବୟାଳିଶ ମୌଜା ଝିଙ୍କିରିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପାଟି ବିଣ୍ଡା ଦେଇ ବେକରେ ରଶି ଲଗାଇ ସ୍ବାମୀ-ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ଏହି ବୃଦ୍ଧ ଦମ୍ପତି କଟକ ବୟାଳିଶ ମୌଜା ଝିଙ୍କିରିଆ ଗ୍ରାମରୁ ବୃଦ୍ଧ ଦମ୍ପତିଙ୍କ ମୃତ ଦେହ ଉଦ୍ଧାର ହୋଇଛି।ଉଭୟ ଦମ୍ପତି ନିଜର ଗୁହାଳ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ଦମ୍ପତି ଦୁଇ ଜଣ ହେଲେ ସାଗର ଦେବତା ଓ ଜୋସ୍ନା ରାଣୀ ଦେବତା। ଘଟଣା ସ୍ଥଳରୁ ପୋଲିସ ଏକ ସୁଇସାଇଡ ନୋଟ ଜବତ କରିଛି।ତେବେ ତାଙ୍କ ଆତ୍ମହତ୍ୟା ପାଇଁ କେହି ଦାୟୀ ନୁହେଁ ବୋଲି ଲେଖାଯାଇଛି।ସଦର ଥାନା ପୋଲିସ ଘଟଣାର ତଦନ୍ତ ଜାରି ରହିଛି

   Related Posts