ମଙ୍ଗଳବାର ରାଶିଫଳ, କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 08, 2020 IST

ମେଷ – କର୍ମକୁଶଳତା ପାଇଁ ସମ୍ମାନିତ ହେବେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସେରେ କଟାଇ ପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ପାଣିପାଗ ପ୍ରତି ସଜାଗ ରୁହନ୍ତୁ ।
ରୋଗୀ- ସାମନ୍ୟ ଅସୁସ୍ଥ ରହିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ପ୍ରାପ୍ତି ହେବ ।
ଗୃହିଣୀ- ସୁଖ ଭୋଗ କରିବେ ।
ବୃଷ – ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିବା ସହିତ ପ୍ରୀତି ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ପରିସ୍ଥିତିରେ ପଡି ଈର୍ଷାପରାୟଣ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଂଞ୍ଚୟ କରି ରଖନ୍ତୁ ।
ରୋଗୀ- ସୁସ୍ଥ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସୁଯୋଗ ମିଳିବ ।
ଗୃହିଣୀ- ଦୁର୍ବଳ ଅନୁଭବ କରିବେ ।
ମିଥୁନ - ଏକ ପ୍ରତିଷ୍ଠିତ ଅନୁଷ୍ଠାନରେ ଯୋଗଦାନ କରିପାରନ୍ତି । ସମାଜ ସେବାରେ ନିଜକୁ ସେବାରେ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପରିବର୍ତ୍ତନ ହୋଇପାରେ, ସଜାଗ ରୁହନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସ୍କୁଲ ପରିବର୍ତ୍ତନ ହୋଇପାରେ ।
କର୍ମଜୀବି- ବହୁ ପରିଶ୍ରମ ଭରା ରହିବ ।
ବ୍ୟବସାୟୀ- ସୁଯୋଗ ହାତ ଛଡା ହୋଇଯିବ ।
ଗୃହିଣୀ- ପାରିବାରକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ – ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ,ନିରାମୟ ଜୀବନଯାପନ କରିବେ, ସାମୟିକ ଭାବେ ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଫସଲ ହାନୀ ହୋଇପାରେ, କୃଷି ବିଭାଗ ସହ ସଂପର୍କ ରଖିଥାନ୍ତୁ ।
ରୋଗୀ- କିଛି ସମସ୍ୟା ଦେଖା ଦେବ, ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ନାହିଁ ।
କର୍ମଜୀବି- ପରିଶ୍ରମର ମୂଲ୍ୟ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ପାଖରୁ ସୁଯୋଗ ମିଳିବ, ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ – ସୁଖ-ସମ୍ମାନ ଲାଭ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାମରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଦିନଟି ବେଶୀ କଷ୍ଟ ଭରା ରହିବ ।
ଛାତ୍ରଛାତ୍ରୀ- ପାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତରେ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଭୋଗ କରିବେ ।
କନ୍ୟା – ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ଓ ବିକଶିତ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକ୍ଷେତ୍ର ଉପରେ ଧ୍ୟାନ ଦେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ସଂଯୋଗ ରଖନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହ ପ୍ରକାଶ କରିବେ ।
କର୍ମଜୀବି- ପରିଶ୍ରମର ମୂଲ୍ୟ ମିଳିବ ।
ବ୍ୟବସାୟୀ- ଅର୍ଥ ପ୍ରାପ୍ତି ସହ ସୁଯୋଗ ମିଳିବ ।
ଗୃହିଣୀ- ଘର କାର୍ଯ୍ୟରେ ବ୍ୟସ୍ତ ରହିବେ ।
ତୁଳା – ଆଗକୁ ବଢିବାକୁ ଚେଷ୍ଟା କରନ୍ତୁ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ବହୁ ପରିଶ୍ରମ କରିବାକୁ ପଡିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ ।
ବିଛା – ପରିବାରର କଲ୍ୟାଣ ଭାଜନ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ ହେବେ । ବ୍ୟବସାୟରୁ ଅଧିକ ଧନ ଲାଭ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟ ପାଇଁ ଚିନ୍ତିତ ରହିବେ ।
ରୋଗୀ- ସାମାନ୍ୟ ଅସୁସ୍ଥ ହେବେ, ଡାକ୍ତର ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ପ୍ରାପ୍ତି ହେବ ।
ଗୃହିଣୀ- ପିଲାମାନଙ୍କ ପାଇଁ ସୁଖ ଅନୁଭବ କରିବେ ।
ଧନୁ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- କିଛି ଦିନ ଚିନ୍ତିତ ରହିବେ,ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବିି- ବହୁ ପରିଶ୍ରମ କରିବାକୁ ପଡିବ ।
ବ୍ୟବସାୟୀ- ସୁଯୋଗ ହାତଛଡା ହୋଇଯିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର – ଆଶାବାଦୀ ହେବେ । କର୍ମ ଚଞ୍ଚଳ ରହିପାରନ୍ତି । ସାମୟିକ ଭାବେ ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିବେ । ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ବିହନ ସବୁ କୃଷି ବିଭାଗ ସହ ପରାମର୍ଶ କରି ଆଣନ୍ତୁ ।
ରୋଗୀ- ରୋଗ ପାଇଁ ଚିନ୍ତିତ ରହିବେ ।
ଛାତ୍ରଛାତ୍ରୀ –ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ବ୍ୟୟ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ - ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ବିଭାଗୀୟ ସ୍ତରରେ ମହାନ୍ ସମ୍ମାନର ଅଧିକାରୀ ହେବେ । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ ପାଇଁ କୃଷି କାର୍ଯ୍ୟାଳୟରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ବହୁ ପରିଶ୍ରମ କରିବାକୁ ପଡିବ ।
ବ୍ୟବସାୟୀ- ସୁଯୋଗ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟ ବ୍ୟସ୍ତ ରହିବେ ।
ମୀନ - ଆୟର ମାର୍ଗ ଉନ୍ମୁକ୍ତ ରହିଛି । କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ଞ୍ଜ ।
ଚାଷୀ- କୃଷି ବିଭାଗ ସହ ଯୋଗାଯୋଗ ରଖିବା ଉଚିତ୍ ।
ରୋଗୀ- ଡାକ୍ତରଙ୍କ ପରାମର୍ଶ ନିହାତି ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ନାହିଁ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପରିବାର ସମସ୍ୟାରେ ଚିନ୍ତିତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.