ସୋମବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 14, 2020 IST

ମେଷ – ଧର୍ମ ଚର୍ଚ୍ଚାରେ ନିଜକୁ ନିୟୋଜିତ କରିବେ । ଆଗକୁ ବଢିବାରେ ୍ରତିବନ୍ଧକ ସୃଷ୍ଟି ହୋଇାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧାର୍ମିକ ହେବେ ।


ବୃଷ – ଦେବାଦେବୀ ଦର୍ଶନ ।ଇଁ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଖୁସି ହୋଇାରନ୍ତି । ଜ୍ଞାନଅର୍ଜନରେ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।


ମିଥୁନ - ରିଶ୍ରମର ମୂଲ୍ୟ ମିଳିବ । ଶୁଭଖବର ପାଇ ଉତ୍‌ଫୁଲ୍ଲିତ ହୋଇାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚା ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚା ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ଚା ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
ଚା କର୍ମଜୀବି- ପ୍ରଶଂସିତ ହେବେ ।
ଚା ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଚା ଗୃହିଣୀ- ସୁଖଭାରା ଦିନଟି ।
କର୍କଟ – ଦେବ ଦର୍ଶନ ଶୁଭଦାୟକ ହେବ । ର୍କ୍ୟାରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ।ଇ ତା’ର ସଦ୍‌-ବ୍ୟବହାର କରିାରନ୍ତି । ପ୍ରତିୋଗିତାରେ ବିଜୟୀ ହୋଇ ପୁରସ୍କୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ଇଚ୍ଛା ୂର୍ଣ୍ଣ ହେବ । ସେବା କାର୍ଯ୍ୟରେ ଅବତୀର୍ଣ୍ଣ ହୋଇାରନ୍ତି । ୂଜ୍ୟୂଜା ।ଇଁ ôତର ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ହେତୁ କ୍ଳେଶଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ୋଗା ୋଗ ରଖନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ

କନ୍ୟା – ମାର୍ଗ କୁସୁମିତ ହେବ । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଶୁଭ ର୍କ୍ୟା ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ସମୂହ ର୍କ୍ୟାରେ ସହ-ୋଗ ଦେବେ । ଶତ୍ରୁକୁ ରାଜିତ କରି ମାନସିକ ସ୍ତରରେ ଶାନ୍ତି ଅନୁଭବ କରିାରନ୍ତି । ସୁସମ୍ବାଦ ପାଇ ଖୁସି ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ଦ୍ଧିର ଯନ୍ତ୍ରାତି ବିଷୟରେ ଜ୍ଞାନ ନିଅନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ନୂତନ ବିଷୟ ବସ୍ତୁ ଉପରେ ଅଧ୍ୟୟନ କରି ତାକୁ ର୍କ୍ୟାକାରୀ କରିବାରେ ସଫଳ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁୋଗ ଅଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ଳେଇ ଯାଇାରେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ।ଇଁ ବିଦେଶ ଯାତ୍ରା କରିାରନ୍ତି ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ଧନୁ – ଗୃହରେ ଆନନ୍ଦ-ଉତ୍ସବ ଲାଗି ରହିବ । କେତେକ ଘଟଣାରେ ରିବାର ସହ ଭୁଲ ବୁଝାମଣା ଘଟିାରେ । ପରିଶ୍ରମର ମୂଲ୍ୟ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ମାଙ୍ଗଳିକ ଉତ୍ସବରେ ୋଗ ଦେଇ ଖୁସି ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ । ଶୁଭର୍କ୍ୟା ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।ଚା ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

କୁମ୍ଭ - କାର୍ଯ୍ୟର ସଫଳ ରୂାୟନ କରି ଆତ୍ମସନ୍ତୋଷ ଲାଭ କରିାରନ୍ତି । ତ୍ୟାଗଶୀଳ ଓ ନୀତିନିଷ୍ଠ ହୋଇପାରନ୍ତି । ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ - ଈଶ୍ୱରଙ୍କ ଶରଣାଗତ ହୋଇପାରନ୍ତି । ଭଲ ରୋଜଗାର ହେବ । ସରକାରୀ ବା ବନ୍ଧୁ ସୂତ୍ରତୁ ଲାଭବାନ୍ ହେବେ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ଞ୍ଜ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.